• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2023: ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନଟି ଖୁବ୍‌ ଭଲ ରହିବ, ବ୍ୟବସାୟରେ ଉନ୍ନତି ହେବ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।

Capricorn

ମକର

Saturday 26 Aug 2023

ଉ,ଷାଢା- ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି । ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ । ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ ।

ଶ୍ରବଣା- କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି ।

ଧନିଷ୍ଠା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ