• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Taurus

ବୃଷ

Monday 26 Aug 2024

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।

ରୋହିଣୀ- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ଆଗକୁ ବଢିବେ ।

ମୃଗଶିରା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :