• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Aquarius

କୁମ୍ଭ

Monday 26 Aug 2024

ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ ।

ଶତଭିଷା- ପରିବହନ, ସେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ । କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସାମାଜିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ନ ହୋଇପାରେ ।

ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :