• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Pisces

ମୀନ

Monday 26 Aug 2024

ପୂ, ଭାଦ୍ରପଦ- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।

ଉ, ଭାଦ୍ରପଦ- ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।

ରେବତୀ- ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :