• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Gemini

ମିଥୁନ

Monday 26 Aug 2024

ମୃଗଶିରା- ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ଆଶଙ୍କା ଦେଖାଦେଇପାରେ । ବାଣିଜ୍ୟ ଓ ବ୍ୟବସାୟରେ କିଛି ନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ । ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ ।

ଆଦ୍ରା- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି ।

ପୁନର୍ବସୁ- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି ।

ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :