• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Cancer

କର୍କଟ

Monday 26 Aug 2024

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଅଶ୍ଳେଷା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ପ୍ରତିକାର – ଗୁରୁଜନଙ୍କ ଆର୍ଶୀବାଦ ଗ୍ରହଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :