• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Leo

ସିଂହ

Monday 26 Aug 2024

ମଘା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ ।

ପୂ,ଫାଲଗୁନି- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ ।

ଉ,ଫାଲଗୁନି- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :