• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Virgo

କନ୍ୟା

Monday 26 Aug 2024

ଉ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ହସ୍ତା- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।

ଚିତ୍ରା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ଛୋଟ କଳସୀରେ ଜଳ ଓ ଫୁଲ ରଖି ଘରର ସାମ୍ନାରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :