• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Libra

ତୁଳା

Monday 26 Aug 2024

ଚିତ୍ରା- ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ସ୍ୱାତୀ- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ । ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ ।

ବିଶାଖା- ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ବିବାଦର ସମାଧାନ ହୋଇଯିବ । ସ୍ୱାର୍ଥସାଧନ ଉଦ୍ଦେଶ୍ୟରେ ଆତ୍ମୀୟମାନେ ଆପଣଙ୍କ ପ୍ରଶଂସା କରି ପାରନ୍ତି । ରାଜନୀତିରେ ଆଶା ପୂରଣ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :