• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Scorpio

ବିଛା

Monday 26 Aug 2024

ବିଶାଖା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ଅନୁରାଧା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

ଜ୍ୟୋଷ୍ଠା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :