• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Capricorn

ମକର

Monday 26 Aug 2024

ଉ, ଷାଢା- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।

ଶ୍ରବଣା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର୍ଯ୍ୟ ଅଧିକାରୀ ହୋଇପାରନ୍ତି ।

ଧନିଷ୍ଠା- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :