Daily Horoscope 26th August 2024: ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ

Aries

ମେଷ

Monday 26 Aug 2024

ଅଶ୍ୱନୀ- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ଦ୍ୱିଜା- ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ । ମନୋରଞ୍ଜନରେ କ୍ଷେତ୍ରରେ ଆଗ୍ରହୀ ହେବେ ।

କୃତିକା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :