• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Sunday 25 Dec 2022

କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର‌୍ୟ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ ।ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।

ମୃଗଶିରା – ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :