• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Sunday 25 Dec 2022

ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।

ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।

ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ । ଗତକାଲିର କୌଣସି ଘଟଣାକୁ ନେଇ ମନ ଚିନ୍ତିତ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :