• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Sunday 25 Dec 2022

ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାରିୟରରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।

ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।

ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :