• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Sunday 25 Dec 2022

ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।

ଆଦ୍ରା – ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପୁନର୍ବସୁ - ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :