• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Sunday 25 Dec 2022

ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ ।

ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :