• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Sunday 25 Dec 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ହସ୍ତା – ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ସରକାରୀ କାମରେ ସଫଳତା ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ।

ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :