• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Sunday 25 Dec 2022

ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।।ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ ।

ସ୍ୱାତୀ – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । ବନ୍ଧୁ ସହ ସମ୍ବନ୍ଧରେ ସୁଧାର ଆସିବ । କାମଧନ୍ଦା ସାରିବା ଲାଗି ନୂଆ ଉପାୟ ପାଇବେ ।

ବିଶାଖା – ଚୋରି ହେବା ସମ୍ଭାବନା ରହିଛି । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :