• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Sunday 25 Dec 2022

ମୂଳା – ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ ।

ପୂ , ଷାଢା – ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ଉ , ଷାଢା – ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ବାରମ୍ବାର କାମରେ ପରିବର୍ତନ ମନରେ ଚିନ୍ତା ସୃଷ୍ଟି କରିବ

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :