Daily Horoscope 26th Dec 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Sunday 25 Dec 2022

ଅଶ୍ୱନୀ – ଶାରୀରିକ କ୍ଲାନ୍ତି ଦୂର ହେବ । କାର‌୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ପ୍ରଭୁଙ୍କ ଉପସନା ଦ୍ୱାରା ମନୋରଥ ପୂର୍ଣ୍ଣ ହେବ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ଦ୍ୱିଜା – ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ । ଚାକିରି କ୍ଷେତ୍ରରେ କୂଟନିତୀ ପଦାରେ ପଡି ଯିବାର ଭୟ ରହିଛି । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି ।

କୃତିକା – ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :