• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Dec 2023: ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ସମ୍ମାନର ଅଭାବ ରହିବ ନାହିଁ

ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ଦିବା ୦୯.୫୭ ଗତେ ମିଥୁନ ତିଥି- ପୂର୍ଣ୍ଣିମା ନିଶାନ୍ତ ୦୬.୦୩ ଗତେ ପ୍ରତିପଦ

Aries

ମେଷ

Tuesday 26 Dec 2023

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।    
ଦ୍ୱିଜା- ସାମାଜିକ କ୍ଷେତ୍ରରେ କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। 
କୃତିକା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । 
ପ୍ରତିକାର -  ମଙ୍ଗଳଙ୍କର  ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :