ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ଦିବା ୦୯.୫୭ ଗତେ ମିଥୁନ ତିଥି- ପୂର୍ଣ୍ଣିମା ନିଶାନ୍ତ ୦୬.୦୩ ଗତେ ପ୍ରତିପଦ
ଉ,ଷାଢା- କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ
ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮