ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର-ତୁଳା ଅହୋରାତ୍ର,ତିଥି-୧୧ ଶୀ ରାତ୍ରି ୧୨.୪୪ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୪୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ଧନିଷ୍ଠା- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ
ଶତଭିଷା- ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି
ପୂ,ଭାଦ୍ରପଦ- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮