ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର-ତୁଳା ଅହୋରାତ୍ର,ତିଥି-୧୧ ଶୀ ରାତ୍ରି ୧୨.୪୪ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୪୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ପୁନର୍ବସୁ- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ଘରେ ଆରାମ କରିବାକୁ ଆପଣଙ୍କ ପାଖରେ ପ୍ରଚୁର ସମୟ ମିଳିବ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ
ପୁଷ୍ୟା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ
ଅଶ୍ଲେଷା-ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । କୋର୍ଟର ନିଷ୍ପତି ବଦଳି ଯାଇପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬