Daily Horoscope 26th feb 2024: ଏହି ରାଶିର ବ୍ୟକ୍ତିଙ୍କ ଅର୍ଥର ଅଭାବ ରହିବ ନାହିଁ
/odishatv-khabar/media/media_files/uploadimage/library/16_9/16_9_0/IMAGE_1708914071-385288.jpg)
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
