ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।
ଉ,ଷାଢା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।
ଶ୍ରବଣା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।
ଧନିଷ୍ଠା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮