ସୌର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ
ଧନିଷ୍ଠା-ଆତ୍ମବଳ ବୃଦ୍ଧି ପାଇବା ସହିତ ପରିବାରରେ ସୁଖ-ଶାନ୍ତି ପ୍ରାପ୍ତ ହେବ । ପ୍ରେମିକ, ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ ।
ଶତଭିଷା- ମହିଳାମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି
ପୂ, ଭାଦ୍ରପଦ- ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ । ବିଦେଶ ଯାତ୍ରା କରି ପାରନ୍ତି । ଭଲ ବ୍ୟବହାର ଯୋଗୁ ସମସ୍ତଙ୍କର ପ୍ରିୟ ହୋଇପାରନ୍ତି ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮