• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Taurus

ବୃଷ

Sunday 26 Feb 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ    ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।    
ମୃଗଶିରା- ବିଦ୍ୟାର୍ଥୀମାନେ  ଲେଖା ପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁ ଥକା ଅନୁଭବ କରିବେ    

ପ୍ରତିକାର – ମା’ କଟକ ଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :