• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Gemini

ମିଥୁନ

Sunday 26 Feb 2023

ମୃଗଶିରା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖା କରିବାକୁ ଯୋଜନା କରିପାରନ୍ତି    
ଆଦ୍ରା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିବା ସହ ଉତ୍ତମ ରୋଜଗାର ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।    
ପୁନର୍ବସୁ- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ 

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :