• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Cancer

କର୍କଟ

Sunday 26 Feb 2023

ପୁନର୍ବସୁ- ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।  ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ପୁଷ୍ୟା- ରାଜନୈତିକ ସାହାଯ୍ୟ ଓ ସହଯୋଗ ମିଳିବ । ଉଚ୍ଚଶିକ୍ଷା  ପାଇଁ  ବିଦେଶାଗତ ହୋଇ ପାରନ୍ତି । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ।
ଅଶ୍ଳେଷା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟମାନଙ୍କୁ ଖୁସି ରଖିବ । ମହିଳାମାନେ ଇଶ୍ୱର ବିଶ୍ୱାସୀ ହେବେ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚ୍ଚିତ୍ର ଦେଖିପାରନ୍ତି

ପ୍ରତିକାର – ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :