• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Virgo

କନ୍ୟା

Sunday 26 Feb 2023

ଉ- ଫାଲ୍‌ଗୁନୀ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ
ହସ୍ତା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଚିତ୍ରା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।

ପ୍ରତିକାର -   ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :