• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Libra

ତୁଳା

Sunday 26 Feb 2023

ଚିତ୍ରା- କୌଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ 
ସ୍ୱାତୀ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । 
ବିଶାଖା- ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ 

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :