• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Scorpio

ବିଛା

Sunday 26 Feb 2023

ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।
ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ  ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି 

ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :