• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Sagittarius

ଧନୁ

Sunday 26 Feb 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପୂ, ଷାଢା- ବ୍ୟବସାୟରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି ।
ଉ,  ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି।  ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ
 

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦି ଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :