• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2023: କୌଣସି ଖବର ପାଇ ଆଜି ଏହି ରାଶିର ବ୍ୟକ୍ତି ଚିନ୍ତାରେ ପଡ଼ିପାରନ୍ତି...

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ

Capricorn

ମକର

Sunday 26 Feb 2023

ଉ, ଷାଢା- ପାରିବାରିକ ଜୀବନ ସନ୍ତୁଳନ ରକ୍ଷା କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁ କାମ ଗୁଡିକ ସହଜ ହୋଇଯିବ । ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୌଶଳ ଆପଣେଇବେ ।
ଶ୍ରବଣା- ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞ୍ଜମତା ରଖି ନପାରିଲେ ଉପହାସିତ ହେବେ । ଛାତ୍ରଛାତ୍ରୀମାନେ ପଢାରେ ଅଧିକ ସମୟ କଟାଇବେ 
ଧନିଷ୍ଠା- ମାଲିମକଦ୍ଦମାରେ ପରାଜୟ ଶିକାର କରିବାକୁ ପଡିବ । ମହିଳାମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଭାଗ୍ୟୋଦୟ ହେବାର ସୁଯୋଗ ଆସିପାରେ 

ପ୍ରତିକାର – ନିମ୍ବ କାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :