• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Aquarius

କୁମ୍ଭ

Wednesday 26 Feb 2025

ଧନିଷ୍ଠା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ। ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ଶତଭିଷା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି। ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ। ପୂ,ଭାଦ୍ରପଦ- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :