• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Pisces

ମୀନ

Wednesday 26 Feb 2025

ପୂ,ଭାଦ୍ରପଦ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି। ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ। ରେବତୀ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି।

ପ୍ରତିକାର – ଅଶ୍ୱଥ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :