ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।
ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ଆଦ୍ରା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ। ପୁନର୍ବସୁ- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, ସଡକ ଦୁର୍ଘଟଣାର ସମ୍ଭାବନା ରହିଛି। ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫