• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Cancer

କର୍କଟ

Wednesday 26 Feb 2025

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ। ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଅଶ୍ଲେଷା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି। ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ। କାଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :