• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Leo

ସିଂହ

Wednesday 26 Feb 2025

ମଘା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ। ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ। ପୂ,ଫାଲଗୁନି- ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାଯ୍ୟ ହେବେ। ବ୍ୟବସାୟରେ ଉତରୋତର ଉନ୍ନତି ରହିବ। ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ। ଉ,ଫାଲଗୁନି- ଜମିରେ ନିବେଶ ପାଇଁ ଶୁଭ ରହିବ। ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :