• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Virgo

କନ୍ୟା

Wednesday 26 Feb 2025

ଉ,ଫଲଗୁନି- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ହସ୍ତା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି। ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ଚିତ୍ରା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ। ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ। ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :