• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Libra

ତୁଳା

Wednesday 26 Feb 2025

ଚିତ୍ରା- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ସାମାନ୍ୟ ମନୋମାଳିନ୍ୟ ଘଟିପାରେ। ପ୍ରିୟଜନଙ୍କ ଠାରୁ ପସନ୍ଦର ଉପହାର ମିଳିବ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ। ସ୍ୱାତୀ- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ। ବିଶାଖା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :