ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।
ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ। ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। ଅନୁରାଧା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଜ୍ୟେଷ୍ଠା-ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି। ମହିଳା ମାନେ ଦୁଃଖିତ ରହିବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯