ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।
ମୂଳା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମାଜିକ ସହଯୋଗ ଲାଭ କରିବେ। ପୂ,ଷାଢା- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି। ଦୀର୍ଘଦିନରୁ ଅଟକି ଥିବା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ। ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ। ଉ,ଷାଢା- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ।
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩