ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।
ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ। ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ। ଶ୍ରବଣା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ। ଧନିଷ୍ଠା- ଶତ୍ରୁକୁ ଶରଣାଗତ କରାଇପାରନ୍ତି। ମହିଳାମାନେ ଉଦାର ସ୍ୱଭାବ ରହିବେ। ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି। ଖେଳ କୁଦରେ ଖୁସି ରହିବେ ।
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮