Daily Horoscope 26th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ।

Aries

ମେଷ

Wednesday 26 Feb 2025

ଅଶ୍ୱନୀ - ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା-ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭ କରିବେ। ଅଫିସ୍ କାର୍ଯ୍ୟରେ ବ୍ୟସ୍ତ ରହିବେ। କୃତିକା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :