• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2023: ଆଜି ଏହି ରାଶିର ବ୍ୟକ୍ତି ଧନ ପ୍ରାପ୍ତି ଓ ଶୁଭଫଳ ପାଇବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 26 Jan 2023

ଅଶ୍ୱନୀ- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।

କୃତିକା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଦ୍ୱିଜା- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :