ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
କୃତିକା- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ରୋହିଣୀ- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ
ମୃଗଶିରା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬