ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ଧନିଷ୍ଠା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।
ଶତଭିଷା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।
ପୂ, ଭାଦ୍ରପଦ- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮